କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୦ : ଆଜି ବିଜୁ ଜନତାଦଳର ସୁପ୍ରିମୋ ନବୀନ ପଟନାୟକଙ୍କ ନିର୍ଦେଶ କ୍ରମେ ରାଜ୍ୟବ୍ୟାପୀ ସଂକଳ୍ପ ସମାବେଶ ଓ ପଦଯାତ୍ରା ଆରମ୍ଭ ହୋଇଛି ।ଏହି ପ୍ରରୀପ୍ରେକ୍ଷୀରେ ବୌଦ୍ଧ ଗାନ୍ଧୀ ଛକଠାରେ ଅବସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁର୍ବତନ ବାଚସ୍ପତିତଥା
ଭୁବନେଶ୍ୱର,୨/୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟରାୟଗଡା, ୧/୧୦ : ରାୟଗଡା ଜିଲ୍ଲା ମୁନିଗୁଡ଼ାର ଫୋରେଷ୍ଟ ରେଞ୍ଜ କାର୍ଯ୍ୟାଳୟ ପରିସରରେ ଉପଖଣ୍ଡ ସ୍ତରୀୟ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ କାର୍ଯ୍ୟକ୍ରମ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଟାଉନ ହଲ୍ ପରିସରରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ ହୋଇଯାଇଛି। ସାମାଜିକ ସୁରକ୍ଷା






