ରେଙ୍ଗାଳି/ ଅନୁଗୋଳ, ୬/୧୧: ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ଜଣେ ମାଛ ଧରାଳିଙ୍କ ଜୀବନ ଯାଇଛି। ମୃତ ବ୍ୟକ୍ତିଜଣକ ହେଲେ ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଗ୍ରାମର ନୀଳକଣ୍ଠ ବେହେରା। ଏହି ଦୁଃଖଦ ଅଘଟଣଟି ରେଙ୍ଗାଳି ଥାନା ଅଞ୍ଚଳରେ ଘଟିଛି।ରାତି