Indus Valley Times

୧୫ ବର୍ଷରୁ ଉର୍ଦ୍ଧ୍ୱ ଗାଡିକୁ ସ୍କ୍ରାପ୍ କରାଯିବ

 Breaking News

୧୫ ବର୍ଷରୁ ଉର୍ଦ୍ଧ୍ୱ ଗାଡିକୁ ସ୍କ୍ରାପ୍ କରାଯିବ

୧୫ ବର୍ଷରୁ ଉର୍ଦ୍ଧ୍ୱ ଗାଡିକୁ ସ୍କ୍ରାପ୍ କରାଯିବ
February 23
16:51 2023

ଭୁବନେଶ୍ୱର,୨୩ ।୨: ରାଜ୍ୟରେ ଆଉ ଗଡିବନି ୧୫ ବର୍ଷରୁ ଉର୍ଦ୍ଧ୍ୱ ଗାଡି । ରାଜ୍ୟରେ ସ୍କ୍ରାପ୍ ହେବ ୨୦ ଲକ୍ଷ ୩୯ ହଜାର ୫୦୦ ଗାଡ଼ି। ଯେଉଁ ଗାଡ଼ି ଗୁଡ଼ିକ ୧୫ ବର୍ଷରୁ ଉର୍ଦ୍ଧ୍ୱ ଫିଟନେସ୍ ନଥିବା ସେସବୁ ଗାଡ଼ିକୁ ସ୍କ୍ରାପ୍ କରାଯିବ। ଏଥି ମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ ଟି ମୋଟର ସାଇକେଲ/ସ୍କୁଟର ରହିଛି। ମାର୍ଚ୍ଚ ୧୫ ସୁଦ୍ଧା ଏହି ଗାଡ଼ି ଗୁଡ଼ିକୁ ସ୍କ୍ରାପ୍ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ସେହିପରି ରାଜ୍ୟ ରେ ୮୦ ଲକ୍ଷ ୨୦ ହଜାର ୫୦୦ ଗାଡ଼ିର ଫିଟନେସ୍ ରହିଛି। ଫିଟନେସ୍ ନଥିବା ଗାଡ଼ିକୁ ସ୍କ୍ରାପିଂ ପାଇଁ ରାଜ୍ୟ ସରକାର ସ୍କ୍ରାପିଂ ପଲିସି ୨୦୨୨ ପ୍ରଣୟନ କରାଯାଇଛି। ଏନେଇ ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ସୂଚନା ଦେଇଛନ୍ତି । ବିଜେପି ବିଧାୟିକା କୁସୁମ ଟେଟେଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମନ୍ତ୍ରୀ ଟୁକୁନି ସାହୁ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30