Indus Valley Times

ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

 Breaking News

ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ
May 05
17:06 2024

ଭୁବନେଶ୍ବର,୫/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ଆଜି ଦିନ ୨ଟା ୩୦ରେ ତାପମାତ୍ରା ଝାରସୁଗୁଡାରେ ପାରା ୪୪ ଡିଗ୍ରି ରେକର୍ଡ କରାଯାଇଛି। କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ବରରେ ୩୯.୯ ଓ ବାଲେଶ୍ବରରେ ୩୯.୨ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930