Indus Valley Times

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

 Breaking News

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’
July 04
20:41 2024

ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର‌୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତୀକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଭଳି କାର‌୍ୟ୍ୟକ୍ରମ ରହିଛି।
ଏହି ନିଷ୍ପତ୍ତି ଦ୍ୱାରା ଓଡିଶା ସରକାର ଓ ଭାରତ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରହିବ। ସୂଚନାଯୋଗ୍ୟ ଯେ ବିଭିନ୍ନ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ପୂର୍ଣ୍ଣ ଲାଭ ନେବା ପାଇଁ ନୂତନ ସରକାର ସ୍ଥିର କରିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031