Indus Valley Times

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

 Breaking News

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

July 20
10:58 2024

କଟକ,୨୦/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। ଶନିବାର କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।
ଗତ ୧୮ ତାରିଖରୁ ଏସ୍ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ତେବେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031