Indus Valley Times

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡ଼ିଓ : ଏକକାଳୀନ ୮ଟି ସ୍ଥାନରେ ଚାଲିଛି ରେଡ୍

 Breaking News

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡ଼ିଓ : ଏକକାଳୀନ ୮ଟି ସ୍ଥାନରେ ଚାଲିଛି ରେଡ୍

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡ଼ିଓ : ଏକକାଳୀନ ୮ଟି ସ୍ଥାନରେ ଚାଲିଛି ରେଡ୍
August 07
10:40 2024

ଆଠଗଡ଼, ୭/୮: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢ଼ଉ କରୁଥିବା ଜଣାଯାଇଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘର ସମେତ ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଏନେଇଅଧିକ ତ୍ଥ୍ୟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031