Indus Valley Times

ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ, ଟଙ୍କା ମାଗୁଛନ୍ତି ସାଇବର ଠକ

 Breaking News

ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ, ଟଙ୍କା ମାଗୁଛନ୍ତି ସାଇବର ଠକ

September 03
11:50 2024

ଭୁବନେଶ୍ୱର,୩/୯: ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍ ଆକାଉଣ୍ଟ ଖୋଲିଥିବା ଜଣାପଡିଛି।
ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି।
ଏହି ଫେକ୍ ଆକାଉଣ୍ଟରେ କୌଣସି ମେସେଜ ପାଇଲେ ଆର୍ଥିକ କାରବାର ନ କରିବାକୁ ଏଡିଜି ଠାକୁର ଲୋକଙ୍କୁ ଅନୁରୋଧ କରିଛନ୍ତି।
ଅନ୍ୟପକ୍ଷେ ଅଭିଯୋଗକୁ ଭିତ୍ତି କରି ଏକ ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଛି। କିଏ ଏବଂ କେଉଁ ଉଦେଶ୍ୟରେ ଏହି ଫେକ୍ ଆକାଉଣ୍ଟ ଖୋଳାଯାଇଛି। ତାହାର ଖୋଲତାଡ଼ ଆରମ୍ଭ ହୋଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31