Indus Valley Times

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଏକାଧିକ ସ୍ଥାନରେ ରେଡ୍

 Breaking News

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଏକାଧିକ ସ୍ଥାନରେ ରେଡ୍

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଏକାଧିକ ସ୍ଥାନରେ ରେଡ୍
September 20
10:46 2024

ବାଲେଶ୍ୱର,୨୦/୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ଅଫିସ ସହ ବାସଭବନରେ ରେଡ କରିଛି ଭିଜିଲାନ୍ସ।
ଏହି ଚଢ଼ାଉରେ ୧୧ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ସାମିଲ ହୋଇଛନ୍ତି। ଭୁବନେଶ୍ୱର, ବ୍ରହ୍ମପୁର ବାଲେଶ୍ୱର, କେନ୍ଦୁଝର ଏବଂ ଫୁଲବାଣୀ ସମେତ ୧୧ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930