Indus Valley Times

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

 Breaking News

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

December 26
11:33 2024

କୋରାପୁଟ,୨୬/୧୨ : ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଇଜଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଇଜଓ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
କୋରାପୁଟ ଓ ଜୟପୁର ସମେତ ୮ଟି ସ୍ଥାନରେ ହୋଇଛି ଏକକାଳୀନ ଚଢାଉ। ବୋରିଗୁମ୍ମାସ୍ଥିତ ଦୁଇ ମହଲା କୋଠା, ସମ୍ପର୍କୀୟଙ୍କ ଘର ସହ ଝିଅ ରହୁଥିବା ଭଡା ଘରେ ଚାଲିଛି ରେଡ୍।
ଏହାସହ ରନସପୁରରେ ପୈତୃକ ଘର, ବୋରିଗୁମ୍ମା ମାର୍କେଟ କମ୍ପ୍ଲେକ୍ସ ସହ କୁମୁଲିର ଅଫିସରେ ମଧ୍ୟ ଚଢଉ ଚାଲିଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍, ୫ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930