Indus Valley Times

ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ

 Breaking News

ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ

ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ
August 02
18:51 2025

ଭୁବନେଶ୍ୱର,୨/୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି।
ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ। ସେହିପରି ସଂସ୍କୃତ ଟୋଲ୍ ସ୍କୁଲରେ ଅତିଥି ଶିକ୍ଷକମାନେ ମଧ୍ୟ ନିଯୁକ୍ତି ପାଇବେ। ଏହି ଆଧାରରେ ଅବସରଗ୍ରହଣ କରିଥିବା ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31