Indus Valley Times

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଆରମ୍ଭ ହୋଇଛି ବିଜେପିର ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ

 Breaking News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଆରମ୍ଭ ହୋଇଛି ବିଜେପିର ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଆରମ୍ଭ ହୋଇଛି ବିଜେପିର ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ
September 21
11:08 2025

ଭୁବନେଶ୍ବର, ୨୧/୯ : ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡ଼। କ୍ରୀଡ଼ା ଓ ଯୁବସେବା ବିଭାଗ ସହ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ଏହି ନମୋ ଯୁବ ରନ ମାରାଥନ ଆୟୋଜନ କରାଯାଇଛି।
କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଦୌଡ଼ିଲେ ୧୦ ହଜାର ଯୁବକ ଓ ଯୁବତୀ।ଆଗରେ ଦୌଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ବିଧାୟକ ସିଦ୍ଧାନ୍ତ ମହାପାତ୍ର ଓ ଅନ୍ୟାନ୍ୟ ବରିଷ୍ଠ ନେତା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶରେ ୭୫ ସହରରେ ଆୟୋଜନ ହୋଇଛି ଏହି ଗଣଦୌଡ଼ କାର‌୍ୟ୍ୟକ୍ରମ। ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା , ୨୦୪୭ରେ ଯୁବକଙ୍କୁ ନେଇ ସଶକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାକୁ ବାର୍ତ୍ତା ଦିଆଯାଇଛି। ଏହି ଦୌଡ଼ରେ ଯୁବପୀଢ଼ିକୁ ସହ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ଦୌଡ଼ିଥିଲେ।
ଏହା ସହ ଯିଏ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ତାଙ୍କୁ ୨୫ ହଜାର, ଦ୍ୱିତୀୟ ସ୍ଥାନ ୧୫ ହଜାର ଓ ତୃତୀୟ ସ୍ଥାନ ୧୦ ହଜାର ଟଙ୍କା ଚତୁର୍ଥ ସ୍ଥାନ ପାଇଁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶରେ ୭୫ ସହରରେ ଆୟୋଜନ ହୋଇଛି ଏହି ଗଣଦୌଡ଼ କାର୍ଯ୍ୟକ୍ରମ। ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା , ୨୦୪୭ରେ ଯୁବକଙ୍କୁ ନେଇ ସଶକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାକୁ ବାର୍ତ୍ତା ଦିଆଯାଇଛି।
ଏହି ଦୌଡ଼ରେ ଯୁବପୀଢ଼ିକୁ ସହ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ଦୌଡ଼ିଥିଲେ। ଏହା ସହ ଯିଏ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ତାଙ୍କୁ ୨୫ ହଜାର, ଦ୍ୱିତୀୟ ସ୍ଥାନ ୧୫ ହଜାର ଓ ତୃତୀୟ ସ୍ଥାନ ୧୦ ହଜାର ଟଙ୍କା ଚତୁର୍ଥ ସ୍ଥାନ ପାଇଁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930