Indus Valley Times

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

October 13
20:27 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ , ୧୩ : (ସୋମବାର )ଦିନ ଦିବା ୧୦ ଘଟିକା ସମୟରେ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।
ଅନ୍ୟ ମାନଙ୍କ ମଧ୍ୟ ରେ ଅତିରିକ୍ତ ଉନ୍ନୟନ ଅଧିକାରୀ ଜ଼ିଲ୍ଲା ପରିଷଦ ଚାର୍ଲସ ନାଏକ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ସି ଡ଼ି ଏମ ଓ, ବୌଦ୍ଧ ଡ଼. ସଂଘମିତ୍ରା ପଣ୍ଡା, ଏସ. ଡ଼ି. ପି. ଓ, ଆନନ୍ଦ ଚନ୍ଦ୍ର ଡୁଙ୍ଗଡୁଙ୍ଗ ଓ ଅନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ, ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନ ସାଧାରଣ ମାନଙ୍କ ପକ୍ଷରୁ ଆସିଥିବା ଅଭିଯୋଗ ଗୁଡିକର ସମାଧାନରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31