Indus Valley Times

ବାଲିଗୁଡା : ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

 Breaking News

ବାଲିଗୁଡା : ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

December 13
17:52 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୧୩/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି ।
ପ୍ରକାଶ ଯେ, କଲୋନୀ ପଛପଟ ବଗିଚାରେ ପିଲାମାନେ ଖେଳୁଥିବାବେଳେ ସାପଟିକୁ ଦେଖି ଜୈନକ ବନ ବିଭାଗ କର୍ମଚାରୀ ଙ୍କୁ ଖବର କରିବାପରେ ସାପ ସ୍ଵାର୍ଡ କର୍ମଚାରୀ ଆସି ଉକ୍ତ ସାପ ଟିକୁ ଉଦ୍ଧାର କରିବା ସହ ସୁରକ୍ଷିତ ସ୍ଥାନରେ ନେଇ ଛାଡିଥିବା ବିଷୟ ବନ ବିଭାଗ ପକ୍ଷରୁ କୁହାଯାଇଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31