Indus Valley Times

ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘର ଦାବି; ୨୪ରୁ ବନ୍ଦ ପାଇଁ ଦେଲେ ଚେତାବନୀ

 Breaking News

ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘର ଦାବି; ୨୪ରୁ ବନ୍ଦ ପାଇଁ ଦେଲେ ଚେତାବନୀ

ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘର ଦାବି; ୨୪ରୁ ବନ୍ଦ ପାଇଁ ଦେଲେ ଚେତାବନୀ
January 17
17:07 2026

ଭୁବନେଶ୍ୱର,୧୭/୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ ଦାବି କରିଛନ୍ତି।
ଆସନ୍ତା ୨୩ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ଚେତାବନୀ ଦେଇଛନ୍ତି ମାଲିକ ସଂଘ। ଏନେଇ ସୂଚନା ଦେଇଛନ୍ତି ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେନ୍ଦ୍ର ସାହୁ। ‘ସମାଧାନ ନହେଲେ ୨୪ରୁ କଟକରେ ସମସ୍ତ ଘରୋଇ ବସ ବନ୍ଦ ରହିବ’। କଟକକୁ ବାହାରୁ କୌଣସି ବସ ଆସିବାକୁ ଦିଆଯିବ ନାହିଁ’। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ମଧ୍ୟ ଦେବ ଘରୋଇ ବସ ମାଲିକ ସଂଘ’। ମୁଖ୍ୟମନ୍ତ୍ରୀ ନ ଶୁଣିଲେ ୨୪ ପରେ ସାରା ରାଜ୍ୟରେ ବସ ସେବା ବନ୍ଦ ରହିବ ମାଲିକ ସଂଘର ସମ୍ପାଦକ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31