Indus Valley Times

ଝିଅ ଜନ୍ମ ହେବାର ବର୍ଷକ ଭିତରେ ରଖାଯିବ ଟଙ୍କା

 Breaking News

ଝିଅ ଜନ୍ମ ହେବାର ବର୍ଷକ ଭିତରେ ରଖାଯିବ ଟଙ୍କା

ଝିଅ ଜନ୍ମ ହେବାର ବର୍ଷକ ଭିତରେ ରଖାଯିବ ଟଙ୍କା
April 02
19:20 2026

ଭୁବନେଶ୍ବର,୨/୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତା ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି ।
୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ । ଏସ୍‌ଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
କହିରଖୁଛୁ କି, ବଜେଟରେ କନ୍ୟା ସୁମଙ୍ଗଳ ଯୋଜନା ନେଇ ଘୋଷଣା ହୋଇଥିଲା । କନ୍ୟା ସୁମଙ୍ଗଳ ଯୋଜନା ଏଜୁକେସନ ବେସଡ଼ ହେବ ବୋଲି ସୂଚନା ଦିଆଯାଇଥିଲା । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର‌୍ୟ୍ୟ କରିବ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930