Indus Valley Times

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୧୧% ମହଙ୍ଗା ଭତ୍ତା ବୃଦ୍ଧି

 Breaking News

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୧୧% ମହଙ୍ଗା ଭତ୍ତା ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୧୧% ମହଙ୍ଗା ଭତ୍ତା ବୃଦ୍ଧି
October 08
16:31 2021

ଭୁବନେଶ୍ୱର,୮/୧୦ : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି କରାଯାଇଛି । ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବଢ଼ି ୨୮ପ୍ରତିଶତରେ ପହଞ୍ଚିଲା । ଆସନ୍ତା ମାସ ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା।
ମହଙ୍ଗା ଭତ୍ତା ବଢ଼ିବା ଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ, ସାଢ଼େ ୩ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଏହି ଖବର ପ୍ରଚାରିତ ହେବା ପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଖେଳିଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031