Indus Valley Times

ବୌଦ୍ଧ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ମାସିକ ବୈଠକ ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ମାସିକ ବୈଠକ ଅନୁଷ୍ଠିତ

August 20
10:16 2022

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୦/୮: ଶୁକ୍ରବାର ବୌଦ୍ଧ ଜିଲ୍ଲାପାଳ ଶ୍ରୀ ସତ୍ୟରଞ୍ଜନ ସାହୁ ଙ୍କ ଅଧ୍ୟକ୍ଷତାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ମାସିକ ସମୀକ୍ଷା ବୈଠକ conferenence Hall,collectorate, Boudh ଠାରେ ଅନୁଷ୍ଠିତ ହୋଇଯାଇଛି ।
ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ସନତ ନାୟକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଜାହାରି, ଉପ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କହଁର,ଓ ସାମାଜିକ ସୁରକ୍ଷା ର କର୍ମ କର୍ତ୍ତା ଯୋଗଦାନ କରିଥିଲେ।ଜିଲ୍ଲା ପାଳ ମୋହାଦୟ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ର ସମୀକ୍ଷା କରି,ବାକି ଥିବା କାମକୁ ଶୀଘ୍ର ସରିବା ପାଇଁ ଆଦେଶ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031