Indus Valley Times

ସୃଷ୍ଟି ହେଲା ଲଘୁଚାପ, ୧୯ରେ ଅବପାତ

 Breaking News

ସୃଷ୍ଟି ହେଲା ଲଘୁଚାପ, ୧୯ରେ ଅବପାତ

ସୃଷ୍ଟି ହେଲା ଲଘୁଚାପ, ୧୯ରେ ଅବପାତ
November 17
17:07 2022

ଭୁବନେଶ୍ୱର,୧୭।୧୧ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି।
ଖବର ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଆଗ ଗୋଟେ କି ଦୁଇ ଦିନ ମଧ୍ୟରେ ପୁରା ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଅନୁମାନ କରାଯାଉଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031