By Suresh Kumar Dash Sambalpur/ Bhubaneswar, Feb. 22: In a heartwarming celebration of love and community, 20 couples began their new lives together at a mass wedding ceremony organised by
Posts From indadmin
ବଲାଙ୍ଗୀର,୨୨/୨ : ୩ ମାସ ହେଲା ଦରମା ମିଳୁ ନ ଥିବାରୁ ଜଣେ ସହକାରୀ ଶିକ୍ଷକ ମୂଲ ଲାଗିବାକୁ ଯିବେ ବୋଲି ପ୍ରଧାନଶିକ୍ଷକଙ୍କୁ ଛୁଟି ଦରଖାସ୍ତ ଦେବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଖବର ପ୍ରସାରଣ ପରେ ସମ୍ପୃକ୍ତ
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୨୨/୨ : ଟିପି ନର୍ଦନ ଓଡ଼ିଶାଡିଷ୍ଟ୍ରିବ୍ୟୁସନ୍ଲିମିଟେଡ୍ (ଟିପିଏନଓଡିଏଲ)ର ସିଇଓ ଦ୍ୱିଜଦାସ ବସାକଙ୍କୁ ସମ୍ମାନଜନକ ବିଜନେସ୍ଲିଡର୍ ଅଫ୍ ଦି ଇୟର ଆୱାର୍ଡସସମାରୋହରେ ‘ସିଇଓ ଅଫ୍ ଦି ଇୟର’ ଭାବେ ପୁରସ୍କାର ପ୍ରଦାନ କରାଯାଇଛି ।ମୁମ୍ବାଇରେ ଅନୁଷ୍ଠିତକାର୍ଯ୍ୟକ୍ରମର ୨୩ତମ ବିଶ୍ୱସଂସ୍କରଣରେଏହି
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୨: ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ । ବାଲିଗୁଡା ବନଖଣ୍ଡ ର ଡ଼ିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ନିର୍ଦ୍ଦେଶକ୍ରମେ କୋଟଗଡ ବନାଞ୍ଚଳ ଅଧିକାରୀ ବାଳଗୋପାଳ ଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନ ରେ
ସୁନ୍ଦରଗଡ଼, ୨୨/୨: ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି ଓଏସ୍ଆରଟିସି (OSRTC) ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୨ : ଶୁକ୍ରବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ବୌଦ୍ଧ ସହରର ବିଭିନ୍ନ ମାଟ୍ରିକ ପରୀକ୍ଷା
NEW DELHI,FEB 21 : The Centre on Friday raised serious concerns over recent remarks by US President Donald Trump, who






