ପୁରୀ,୮/୩: ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ
Posts From indadmin
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୩: ଖଣି ଖଣିଜ ଆଇନ ୧୯୫୭ ଅନୁଯାୟୀ ନଦୀର ବାଲିକୁ ଗୌଣ ଖଣିଜ ଭାବେ ଶ୍ରେଣୀଭୁକ୍ତ କରାଯାଇଛି। ଯେହେତୁ ନଦୀବାଲି ପ୍ରଧାନତଃ ନିର୍ମାଣ କାମରେ ବ୍ୟବହାର ହୁଏ,ତେଣୁ ଗୋଟିଏ ଖଣିଜ ରୂପରେ ବିବେଚନା କରାଯାଏ। ଉପରୋକ୍ତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୩ : (ଶନିବାର ) ଦିନ ସୁଭଦ୍ରା ଶକ୍ତି ମେଳାର ଦ୍ଵିତୀୟ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ବିଭୁତି ଭୂଷଣ ନାୟକ, ସମ୍ମାନୀତ ଅତିଥି ଭାବେ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୩ : ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୩ : ଖୋରଧା ପୋଲିସ ଜିଲ୍ଲାରେ ଶୁକ୍ରବାର ନୂତନ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ସ୍ଥାନୀୟ ବିଜେବି ହାଇସ୍କୁଲ ପୁରାତନ
IRAN,MAR 7 : Iran’s President Masoud Pezeshkian on Saturday apologised to neighbouring countries for recent attacks amid the escalating regional






