Indus Valley Times

Odia News

ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା

    ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା

ଭୁବନେଶ୍ବର,୮/୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି।ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ ଯୁବକଙ୍କ

Read Full Article

ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ

    ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ

ଭୁବନେଶ୍ୱର,୮/୧: ଆଜିଠୁ ତିନିଦିନ ଧରି ଓଡ଼ିଶାରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମେଳନ। ଓଡ଼ିଶାରେ ପ୍ରଥମଥର ପାଇଁ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଆୟୋଜନ କରାଯାଉଛି।ଏହା ସମ୍ମେଳନ ଯୁବ ସମାବେଶରୁ ଆରମ୍ଭ ହେବ। ଏହି ସମ୍ମେଳନରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଅନ୍ୟାନ୍ୟ ମନ୍ତ୍ରୀମଣ୍ଡଳ

Read Full Article

୧୯୮୮ ମେଟ୍ରିକ ଵ୍ୟାଚ ଛାତ୍ର ଛାତ୍ରୀଙ୍କ ଗୁରୁପୁଜନ ବା ଗୁରୁବେ ନମଃ କାର୍ଯ୍ୟକ୍ରମ ଅନୁଷ୍ଠିତ

    ୧୯୮୮ ମେଟ୍ରିକ ଵ୍ୟାଚ ଛାତ୍ର ଛାତ୍ରୀଙ୍କ ଗୁରୁପୁଜନ ବା ଗୁରୁବେ ନମଃ କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୂଆଗାଁ,୭/୧/: ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ାଝୋଲା ପଞ୍ଚାୟତ ର ବାହାଡ଼ାଝୋଲା ଉଚ୍ଚ ବିଦ୍ୟାଳୟ ଏବଂ ବାଳିକା ଉଚ୍ଚ ବିଦ୍ୟାଳୟ ର ୧୯୮୮ ମସିହା ମେଟ୍ରିକ ବ୍ୟାଚ ଛାତ୍ର ଛାତ୍ରୀ ଙ୍କ ଏକ ନିଆରା ପ୍ରୟାସ

Read Full Article

ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଉଦଯାପନୀ ଦିବସର କାର୍ଯ୍ୟକ୍ରମ

    ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଉଦଯାପନୀ ଦିବସର କାର୍ଯ୍ୟକ୍ରମ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୧: ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ର ପଞ୍ଚମ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଞ୍ଚମ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ

Read Full Article

ଆଇଟିବିପିର ୬୩ ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ କେନ୍ଦ୍ର ଗୃହମନ୍ତ୍ରୀ

  ଆଇଟିବିପିର ୬୩ ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ କେନ୍ଦ୍ର ଗୃହମନ୍ତ୍ରୀ

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୭/୧: ଇଣ୍ଡୋ-ତିଦ୍ଧତୀୟ ସୀମା ସୁରକ୍ଷା ବଳ (ଆଇଟିବିପି)ର ୬୩ ତମ ପ୍ରତିଷ୍ଠା ଦିବସ ଖୋର୍ଦ୍ଧା ତରତୁଆ ସ୍ଥିତ ୪୧ ଟି ବାଟାଲିୟନ

Read Full Article

ଡବଲ ଡେକର ବସ୍‌ର ଶୁଭାରମ୍ଭ ; ବୁଲିବେ ପ୍ରବାସୀ ଭାରତୀୟ

  ଡବଲ ଡେକର ବସ୍‌ର ଶୁଭାରମ୍ଭ ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ୱର,୭/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍

Read Full Article

ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ : ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ, ଏହା ନୂଆ ନୁହେଁ

  ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ : ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ, ଏହା ନୂଆ ନୁହେଁ

ଭୁବନେଶ୍ୱର,୭/୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ

Read Full Article

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର, ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଲେ

  କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର, ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଲେ

ଭୁବନେଶ୍ୱର,୭/୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ

Read Full Article

ମହାଠକ ହଂସିତାଙ୍କ ଘରେ ପଶିଲା ଆୟକର ଟିମ୍‌, ୧୨ଟି ସ୍ଥାନରେ ରେଡ

  ମହାଠକ ହଂସିତାଙ୍କ ଘରେ ପଶିଲା ଆୟକର ଟିମ୍‌, ୧୨ଟି ସ୍ଥାନରେ ରେଡ

ଭୁବନେଶ୍ୱର,୭/୧ : ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ଟିମ୍ ଚଢ଼ଉ କରିଛି । ହଂସିତାଙ୍କର ୧୨ଟି ଠିକଣାରେ ଖୋଲତାଡ଼ କରୁଛି ଆଇଟି

Read Full Article

କ.ନୂଆଗାଁରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

  କ.ନୂଆଗାଁରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ନୂତନ ଥାନା ଅଧିକାରୀ ଭାବେ ଅଶୋକ କୁମାର ହାଂସଦା କାର୍ଯ୍ୟରେ

Read Full Article
1 2 3 756

Archives

Calendar

January 2025
M T W T F S S
 12345
6789101112
13141516171819
20212223242526
2728293031