ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୬/୯ : କନ୍ୟା ସନ୍ତାନର ଆଗମନରେ ପରିବାରରେ ଖେଳିବାକୁ ଥିଲା ଖୁସିର ମାହୋଲ। ହେଲେ ଖୁସିର ସେହି କ୍ଷଣ ପରିଣତ ହେଲା ଶୋକରେ। ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।
Odia News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୬/୯ : ଓଡ଼ିଶା ପ୍ରସିଦ୍ଧ ଜଟଣୀ ଗଣେଶ ପୂଜାର ଭସାଣି ଉତ୍ସବ ଶନିବାର ଭକ୍ତିମୟ ପରିବେଶରେ ଶେଷ ହୋଇଛି। ଗଣେଷ ଚତୁର୍ଥୀ ଠାରୁ ଆରମ୍ଭ ହୋଇଥିବା ଏହି ପୂଜା ପାଇଁ ୧୨ ଦିନ ଧରି ଉତ୍ସବ
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୨୬/୯ : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଓଡ଼ିଶା ପୂର୍ବ ପ୍ରାନ୍ତର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବାଲେଶ୍ୱର ମୋତିଗଞ୍ଜ ସ୍ଥିତ ରାଜସ୍ଥାନ ଭବନଠାରେ ଅନୁଷ୍ଠିତ ହେବାକୁ ଯାଉଛି।ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସମସ୍ତ ପ୍ରାନ୍ତ ପଦାଧିକାରୀ, ରାଷ୍ଟ୍ରୀୟ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୨୬/୯: ଅଙ୍ଗନୱାଡି କେନ୍ଦ୍ରକୁ ଆହୁରି ସଶକ୍ତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଆରମ୍ଭ କରିଛନ୍ତି ରାଜ୍ୟବ୍ୟାପୀ ‘ଅଙ୍ଗନ କା ଉତ୍ସବ’ ଅଭିଯାନ। ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭର୍ଚୁଆଲ୍ ମାଧ୍ୟମରେ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୯ : ପ୍ରକୃତି ସୁରକ୍ଷା, ପରିବେଶ ସନ୍ତୁଳନ ଓ ସବୁଜ ବୌଦ୍ଧ ଗଠନର ଲକ୍ଷ୍ୟ ନେଇ ଆଜି ବୌଦ୍ଧ ଜିଲ୍ଲାରେ ‘ସେବା ସଙ୍କଳ୍ପ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ସମବାୟ ବ୍ୟବସ୍ଥାକୁ ଆହୁରି ସଶକ୍ତ ଓ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟବ୍ୟାପୀ ‘ମେଗା ସଦସ୍ୟତା ମହାଅଭିଯାନ–ସମ୍ବନ୍ଧ’ର ଶୁଭାରମ୍ଭ ହୋଇଯାଇଛି ।ଭୁବନେଶ୍ୱରସ୍ଥିତ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୫/୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ବରିଷ୍ଠ ନାଗରିକ ସଂଘ ସୋସାଇଟି ଆକ୍ଟ, ୧୮୬୦ ଅନୁଯାୟୀ ସରକାରୀ ଭାବେ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୫/୯ : ରାଜ୍ୟରେ ସମବାୟ ଆନ୍ଦୋଳନକୁ ଅଧିକ ବ୍ୟାପକ ଓ ସୁଦୃଢ଼ କରିବା ସହ ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ସମବାୟ ବ୍ୟବସ୍ଥା
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର,୨୫/୯ : ମହାନ ବୈଜ୍ଞାନିକ, ଭାରତର ପୂର୍ବତନ ରାଷ୍ଟ୍ରପତି ଓ ‘ମିସାଇଲ୍ ମ୍ୟାନ୍’ ଭାବେ ପରିଚିତ ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କାଲାମଙ୍କ ଜାତୀୟ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୯ : କେନ୍ଦୁଝର ଜିଲ୍ଲା ସ୍ଥିତ ଏନ୍.ଏସ୍. ଗଭର୍ଣ୍ଣମେଣ୍ଟ ପୁଲିସ ହାଇସ୍କୁଲ ପରିସରରେ ସେପ୍ଟେମ୍ବର ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ






