ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୧୦: ମାଆ ଜଗତ ଜନନୀଙ୍କ ନବରାତ୍ର ପୂଜାର ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ ଦେବୀ ପୀଠରେ ଚାଲିଛି ପୂଜାର୍ଚ୍ଚନା । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା\’ ପାଟଖଣ୍ଡା, ମା\’ବରାଳ
Odia News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୦: କୃଷକ ସଂଗଠନ ମାନଙ୍କ ସର୍ବଭାରତୀୟ ମଞ୍ଚ “ସଂଯୁକ୍ତ କିଶାନ୍ ମୋର୍ଚ୍ଚା” ପକ୍ଷରୁ ଆଜି ସର୍ବଭାରତୀୟ ପ୍ରତିବାଦ ଦିବସ ପାଳିତ ହୋଇଯାଇଛି ।ସଂଯୁକ୍ତ କିଶାନ୍ ମୋର୍ଚ୍ଚାର ସର୍ବଭାରତୀୟ କମିଟିର ଡାକରା ପରିପ୍ରେକ୍ଷିରେ ଆଜି ଗଜପତି ଜିଲ୍ଲା
ଭୁବନେଶ୍ୱର,୪/୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା।କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ।
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୦ : ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ରା ଯାଦବ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ରାଜସ୍ୱ କମିଶନର ଶ୍ରୀଯୁକ୍ତ ଯାଦବ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭିନ୍ନ ବିଭାଗୀୟ
ବରଦା ଦାସଙ୍କ ରିପୋର୍ଟକଟକ, ୪/୧୦: ଗତକାଲି ଗାୟତ୍ରୀ ଦେବୀ ଙ୍କ ଆରାଧନା ଉପଲକ୍ଷେ ନବରାତ୍ର ୨ୟ ଦିବସରେ ବେପାରୀ ସାହି ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୦: ଆଜି ଅପରାହ୍ନରେ ଖାଦ୍ୟ ଯୋଗଣ ଓ ଖାଉଟି ସରୁକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଜିଲା ଗସ୍ତରେ ଆସି ପ୍ରଥମେ
ଭୁବନେଶ୍ୱର,୩/୧୦ : ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି।ଏନ୍ଟିସିଏ ଦ୍ୱାରା ଫେବୃଆରୀରେ
ଭୁବନେଶ୍ୱର/ନୂଆଦିଲ୍ଲୀ,୩/୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ।ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ
ନୟାଗଡ଼, ୩/୧୦ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡ଼ିରେ ପଶି ଲୁଟି ନେଲେ ୫ ଲକ୍ଷ ଟଙ୍କାର କେନ୍ଦୁପତ୍ର। ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନ୍ୟଞ୍ଚଳ ସାକେଣି କେନ୍ଦୁ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୦ : ବୌଦ୍ଧ ଟାଉନ ହଲଠାରେ ଜିଲ୍ଲା ସ୍ତରୀୟ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜନ୍ମ ଜୟନ୍ତୀ ଓ ଭୂତପୂର୍ବ ପ୍ରଧାନମନ୍ତ୍ରୀ ଶାନ୍ତିଦୂତ






