Indus Valley Times

Odia News

ରାଜ୍ୟସଭା ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର

ଭୁବନେଶ୍ୱର,୯/୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ

Read Full Article

ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ; ଇନ୍‌ପୁଟ ସହାୟତା ବାବଦକୁ ଆଉ ୮ଶହ ଟଙ୍କା ପାଇବେ ଚାଷୀ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବରଗଡ଼, ୮/୧୨ : ବରଗଡ଼ ଜିଲ୍ଲା ସୋହେଲା ଠାରେ ଧାନର ସର୍ବନିମ୍ନ ସହାୟତା ମୂଲ୍ୟ କୁଇଣ୍ଟାଲ ପିଛା ୨୩ ଶହ ଟଙ୍କା ଉପରେ ଆଠଶହ ଟଙ୍କା ର ଇନପୁଟ ସହାୟତା ସହିତ ସମୁଦାୟ ୩୧୦୦ ଟଙ୍କା ପ୍ରଦାନର

Read Full Article

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ ଆଇପିଏସ୍‌ଡି.ଏସ୍ କୁଟ୍ଟେ

ଭୁବନେଶ୍ବର,୮/୧୨ : ଓଡ଼ିଶା ପୋଲିସର ଅନ୍ୟତମ ଚର୍ଚ୍ଚିତ ଅଧିକାରୀ ଧୀରେନ୍ଦ୍ର ସମ୍ଭାଜୀ କୁଟ୍ଟେ(ଡିଏସ କୁଟ୍ଟେ) କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ। ତାଙ୍କୁ କେନ୍ଦ୍ର ସରକାର ବିଏସଏଫ ଆଇଜି ଭାବେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ

Read Full Article

ଅରଡ଼ବଜାରରୁ ଦୁଇ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ : ଜଣେ ଗିରଫ, ଜଣେ ଫେରାର

ବାଲେଶ୍ୱର,୮/୧୨: ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ସାନଭାଇ

Read Full Article

ବିଡ଼ାନାସୀରେ ଡ୍ରେନ୍ କାମ ବେଳେ ଭୁଶୁଡ଼ିଲା ପାଚେରୀ : ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କଟକ, ୮/୧୨: କଟକରେ ଡ୍ରେନ କାମ ବେଳେ ଅଘଟଣ ଘଟିଛି। କଟକର ବିଡାନାସୀରେ ଅଭାବନୀୟ ଘଟଣା ଘଟିଛି। ଡ୍ରେନ ମରାମତି କାମ ଚାଲିଥିଲା ବେଳେ କାନ୍ଥ ପଡ଼ି

Read Full Article

ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନ୍‌ପୁଟ୍ ସବ୍‌ସିଡି, ବରଗଡ଼ ସୋହେଲା ଚାଷୀ ସମାବେଶରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮/୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା।

Read Full Article

ପ୍ରୟାଗରାଜ ମହାକୁମ୍ଭ ପାଇଁ ନିମନ୍ତ୍ରଣ, ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ଉତ୍ତରପ୍ରଦେଶ ସିଏମ୍

ଓଡିଶା , ୮/୧୨ : ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ

Read Full Article

ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭/୧୨ : ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ

Read Full Article

ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଓ ନିର୍ମାଣ କାର୍ଯ୍ୟ ସମୀକ୍ଷା

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ବୌଦ୍ଧ ଜିଲ୍ଲା ପରିଦର୍ଶନ କରି ଗ୍ରାମ୍ୟ ଉନ୍ନୟନ

Read Full Article

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର, ୭/୧୨ : ଆଜି ପୁଣି ଗୃହରେ ଛତୁଆ ଅପ୍ରମିଶ୍ରଣ ପ୍ରସଙ୍ଗ ଉଠିଛି । ଏସଏସଜି ଗ୍ରୁପ୍ ଅପମିଶ୍ରିତ ଛତୁଆ ଦେଉଥିବା ନେଇ ସ୍ପଷ୍ଟ କରିଛନ୍ତି ଉପ

Read Full Article

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031