ଭୁବନେଶ୍ୱର,୭/୭: ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟ ନିର୍ବାଚନର ମାସକ ପରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ନବୀନ ହାରିନାହାନ୍ତି, ତାଙ୍କୁ ସୁଚିନ୍ତିତ ଭାବେ ହରାଇ ଦିଆଯାଇଛି।‘ଢୋଲ ଭିତରେ ମୂଷା ରହିଲେ, ମୂଷା କିଏ ଆପଣ ଜାଣିଥିବେ
Odia News
ପୁରୀ, ୭/୭: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ସକାଳୁ ସକାଳୁ ପୁରୀ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ପୁରୀରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କେବଳ ଓଡ଼ିଶା କି ଭାରତ ନୁହେଁ, ବରଂ ବିଦେଶରୁ ମଧ୍ୟ ଭକ୍ତଙ୍କ ଆଗମନ ହୋଇଛି ପୁରୀକୁ।
Noted playwright and BJP OBC Morcha leader Arun Nayak plants tree at Jamunakot village ଢେଙ୍କାନାଳ, ୬/ ୭: ଡଃ ଶ୍ୟାମାପ୍ରସାଦ ମୁଖର୍ଜୀଙ୍କ ୧୨୩ତମ ଜୟନ୍ତି ପାଳନ ଅବସରରେ, ବିଜେପି ଓବିସି ମୋର୍ଚ୍ଚା,ଓଡିଶାର ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ
ଭୁବନେଶ୍ୱର, ୬/୭: ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟେନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,,୬/୭: ଜିମ୍ବାୱେ ଗସ୍ତରେ ଯାଇଥିବା ଟିମ୍ ଇଣ୍ଡିଆ ପ୍ରଥମ ଟି-୨୦ ମ୍ୟଚ୍ରେ ୧୩ ରନ୍ରେ ପରାଜିତ ହୋଇଛି। ଦୁଇ ଦଳ ହରାରେର ହରାରେ ସ୍ପୋର୍ଟସ୍ କ୍ଲବ୍ଠାରେ ଖେଳାଯାଉଥିବା
ଗଜପତି: ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସମ୍ପୂର୍ଣତା ଅଭିଯାନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୭ : ଅକାଂକ୍ଷୀ ଜିଲ୍ଲା ଭାବେ ପରିଚିତ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲା
ଖୋର୍ଦ୍ଧା,୬/୭: ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି।ସୂଚନାଯୋଗ୍ୟ,ଏମ୍ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଏକ
ପୁରୀ, ୬/୭: : କେବେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବ, ସେନେଇ ନିଷ୍ପତ୍ତି ଆଗାମୀ ୯ ତାରିଖରେ ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର
ପୁରୀ,୬/୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ
ରାୟଗଡ଼ା,୫/୭ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। କୌଣସି ଏକ ମାମଲାରେ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ






