ଭୁବନେଶ୍ବର, ୯/୯ : ମଙ୍କି ପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମଙ୍କି ପକ୍ସ୍ କୁ ନେଇ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଇଣ୍ଟରନ୍ୟାସନାଲ ଟ୍ରାଭେଲ ହିଷ୍ଟ୍ରି, ପ୍ରଭାବିତ ଅଞ୍ଚଳରୁ ଯେଉଁମାନେ
Odia News
ଭୁବନେଶ୍ବର, ୯/୯ : ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୯ : ସାପ କାମୁଡ଼ାରେ ଚାଲିଗଲା ୩ ଭଉଣୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ଚରିଆପାଲି ଗ୍ରାମରେ। ସେମାନଙ୍କ ବାପା ସୁଲେନ୍ଦ୍ର ମଲ୍ଲିକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ
ଓଡ଼ିଶା, ୯/୯ : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।ଏହା ପୁରୀଠାରୁ
ସମ୍ବଲପୁର, ୮/୯ : ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆସିଲା ସିଏମ୍ କିଷାନ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଏହି ଯୋଜନାର ଶୁଭାରମ୍ଭ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: ଓଡ଼ିଶାର ଗଣପର୍ବ ନୂଆଁଖାଇ ବାଲିଗୁଡା ତଥା ଆଖପାଖ ଅଞ୍ଚଳ ଲଣ୍ଡାଗାଁରେ ମଧ୍ୟ ଧୁମଧାମରେ ପାଳିତ ହୋଇଯାଇଛି । ଏଥିପାଇଁ ଘରେ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୯ : ବୌଦ୍ଧ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ଯୋଜନା ସଚେତନତା ଉପଲକ୍ଷେ ତିନି ଗୋଟି ରଥ ବୌଦ୍ଧ ଜ଼ିଲ୍ଲା ସାରା
ସମ୍ବଲପୁର,୮/୯ : ଆଜି ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା। ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ
ବାଲେଶ୍ୱର, ୮/୯ : ଗତକାଲି ଗଣେଶ ପୂଜା ଥିବା ବେଳେ ଆଜି ଧୁମଧାମରେ ହେଉଥିଲା ବିସର୍ଜନ । ବିସର୍ଜନ ଦେଖିବାକୁ ପୋଖରୀ ନିକଟରେ ଜମିଥିଲା ପ୍ରବଳ ଭିଡ଼।
ଭୁବନେଶ୍ୱର,୮/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ।ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ






