Indus Valley Times

Odia News

ପିଶାଚ ପୁଅ; ଖାଇବାକୁ ଦେଲାନି ମା’, ଚିପିଦେଲା ତଣ୍ଟି

    ପିଶାଚ ପୁଅ; ଖାଇବାକୁ ଦେଲାନି ମା’, ଚିପିଦେଲା ତଣ୍ଟି

ବାଲେଶ୍ବର, ୧୭/୭ : ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ଜଣେ ନୃଶଂସ ପୁଅ ନିଜ ମା’କୁ ମାରିଦେଇଥିବା କୁହାଯାଉଛି।ସୂଚନା ଅନୁଯାୟୀ, ତାଳପଦା ଗାଁର ଅରୁଣ

Read Full Article

୧୯ରେ ଆଉ ଏକ ଲଘୁଚାପ; ସପ୍ତାହେ ଛେଚିବ

ଭୁବନେଶ୍ୱର,୧୭/୭: ଆସନ୍ତା ୨୨ ତାରିଖ ଯାଏ ରାଜ୍ୟକୁ ପ୍ରବଳ ବର୍ଷା ମିଳିବ। ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି

Read Full Article

କନ୍ଧମାଳରେ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୭/୭: କନ୍ଧମାଳ ଜିଲ୍ଲାର ସଦର ମହକୁମା ଫୁଲବାଣୀ ସ୍ଥିତ ସାର୍ତ୍ତାଗୁଡ ନିକଟ ପିଲା ସାଲୁଙ୍କୀ ନଦୀ କୂଳରେ ଏକ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି କରାଯାଇଛି।

Read Full Article

ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ

    ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ

ଭୁବନେଶ୍ୱର,୧୬/୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି।ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ଧାର୍ଯ୍ୟ ସମୟ

Read Full Article

୧୮ରେ ପୁଣି ଖୋଲିବ ରତ୍ନଭଣ୍ଡାର, ବାହାରିଲା ଶୁଭ ମୁହୂର୍ତ୍ତ

ପୁରୀ,୧୬/୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି।ସେ କହିଛନ୍ତି,

Read Full Article

ଗଜପତି: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ

Read Full Article

ରାତି ଅଧରେ ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

କଟକ,୧୬/୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ

Read Full Article

ମଞ୍ଚରେ କରେଣ୍ଟ୍ ଚାର୍ଜ ଘଟଣା: ବନ୍ଧା ହୋଇ ଜେଲ୍ ଗଲେ ୫, ଆଇସିୟୁରେ ୨ ପୀଡ଼ିତ

  ମଞ୍ଚରେ କରେଣ୍ଟ୍ ଚାର୍ଜ ଘଟଣା: ବନ୍ଧା ହୋଇ ଜେଲ୍ ଗଲେ ୫, ଆଇସିୟୁରେ ୨ ପୀଡ଼ିତ

ଗଞ୍ଜାମ, ୧୬/୭ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫାଶିଗୁଡା ଗାଁରେ କରେଣ୍ଟ ଲାଗି ୧୯ ଜଣ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୁଲିସ।

Read Full Article

ବାହୁଡ଼ାଯାତ୍ରା ଉପଲକ୍ଷେ ମା ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରସାଦ ବଣ୍ଟନ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାପାଟଖଣ୍ଡା ମନ୍ଦିର ନିକଟରେ ଥିବା ମା ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ

Read Full Article

ବୈଜୟନ୍ତଙ୍କ ଉଦ୍ୟମରେ ଦୁବାଇରୁ ଫେରିଲେ ୮ ଓଡ଼ିଆ

ଭୁବନେଶ୍ବର, ୧୫/୭: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ

Read Full Article

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031