ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୫: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ଓ ରେଡକ୍ରସ ସଂସ୍ଥାର ପ୍ରତିଷ୍ଠାତା ଜିନ ହେନେରୀ ଡୁନାଣ୍ଟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ଗ୍ରାମଣୀ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କକ୍ଷ ଠାରେ
Odia News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୫: ପାରଳାଖେମୁଣ୍ଡି ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ “ଆକାଂକ୍ଷା” ପକ୍ଷରୁ ସହର ଉପକଣ୍ଠରେ ଥିବା ଆଦିବାସୀ ବହୁଳ ବେତାଗୁଡ଼ା ଗ୍ରାମର ଆଦିବାସୀ କଲୋନୀ ଠାରେ ଗ୍ରାମର ମହିଳା ମାନଙ୍କୁ ନେଇ ବିଶ୍ବ ମାତୃ ଦିବସ କାର୍ଯ୍ୟକ୍ରମ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୫:କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ସହଯୋଗରେ ଫୁଲବାଣୀ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ହୋଇଯାଇଛି।ବୈଠକରେ ୨୦୨୨ ମୌସୁମୀ ସମୟରେ ସମ୍ଭାବ୍ୟ ବନ୍ୟା
ଢେଙ୍କାନାଳ,୮/୫: ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ଜଣେ ନାବାଳକ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି। ନାବାଳକ ଜଣଙ୍କ ଭାସି ଯାଇଥିଲେ ହେଁ ତାଙ୍କର ଦୁଇ ଜଣ ବନ୍ଧୁ ସୁରକ୍ଷିତ ଉଦ୍ଧାର ହୋଇ ପାରିଛନ୍ତି।ମିଳିଥିବା
ମୁମ୍ବାଇ, ୮/୫ : କଙ୍ଗନା ରଣାୱତ୍ଙ୍କ ଚର୍ଚ୍ଚିତ ତଥା କଣ୍ଟ୍ରୋଭର୍ସି ଶୋ’ର ଗ୍ରାଣ୍ଡ ଫାଇନ୍ ଗତକାଲି ସରିଛି । ‘ଲକ୍ ଅପ୍’ ଶୋ’ର ପ୍ରଥମ ସିଜିନର ବିଜେତା
ଭୁବନେଶ୍ୱର ,୮/୫ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୫: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ତଳଦଣ୍ଡିକିଆ ପଂଚାୟତର ପାଦେରିପଡା ଗ୍ରାମରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗି ଚାରିବଖରା ଘର ଜଳିଯାଇଥିବା
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୫ : ପାରାଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ନୂତନ ଜିଲ୍ଲା ପରିଷଦ ଗଠନ ହେବା ପରେ ପରିଷଦର
ଭୁବନେଶ୍ବର, ୭/୫ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟ ଡିପ୍ରେସନ (ଅବପାତ) ଆସନ୍ତା ୮ ତାରିଖ ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାର ରୂପ
ରାୟଗଡ଼ା, ୭/୫: ଋଣ ପରିଶୋଧ ଚିନ୍ତାରେ କୀଟନାଶକ ପିଇ ଜୀବନ ହାରିଛନ୍ତି ମାଆ ଓ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ବ୍ଲକ ଜେମାଦେଇପେଣ୍ଠ ଗାଁରେ।