Indus Valley Times

Technology

ବିଦେଶାଗତ ପକ୍ଷୀଙ୍କ ପାଇଁ ବାର୍ଡ ମ୍ୟୁଜିୟମ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚିଲିକା, ୬/୧: ଚିଲିକାକୁ ଆସୁଥିବା ବିଦେଶାଗତ ପକ୍ଷୀଙ୍କ ପାଇଁ ତିଆରି ହେବ ପକ୍ଷୀ ସଂଗ୍ରହାଳୟ ବା ବାର୍ଡ ମ୍ୟୁଜିୟମ୍ । ଆଜି ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୋମବାର ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ

Read Full Article

ବୌଦ୍ଧ ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶିତ: ୩୪୧୦୨୬ ଜଣ ସମୁଦାୟ ଭୋଟର ଏବଂ ୮୬୨୬ ଜଣ ନୂତନ ଭୋଟର

    ବୌଦ୍ଧ ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶିତ: ୩୪୧୦୨୬ ଜଣ ସମୁଦାୟ ଭୋଟର ଏବଂ ୮୬୨୬ ଜଣ ନୂତନ ଭୋଟର

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଚୁଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶିତ ହୋଇଛି ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ୮୫-କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭୋଟର ପଞ୍ଜୀକରଣ ଅଧିକାରୀ ତଥା

Read Full Article

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି

ଭୁବନେଶ୍ୱର,୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି।ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି

Read Full Article

ଧନୁଯାତ୍ରା ପାଇଁ ମଥୁରାନଗରୀରେ ସକାଳ ୮ଟାରୁ ସ୍କୁଲ୍

ବରଗଡ଼, ୬/୧: ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ପାଠପଢା ସମୟ। ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ

Read Full Article

ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଚତୁର୍ଥ ଦିବସର କାର୍ଯ୍ୟକ୍ରମ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧ : ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳାର ଚତୁର୍ଥ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

Read Full Article

ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ, ୩ ମାସ ସେବାରୁ ନିବୃତ୍ତ ରହିବେ

    ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ, ୩ ମାସ ସେବାରୁ ନିବୃତ୍ତ ରହିବେ

ପୁରୀ, ୫/୧ : ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ଘଟଣାରେ ଜଣେ ସେବାୟତ ରବିବାର ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ସେବାୟତ ‌ହେଲେ ବିଶ୍ବନାଥ

Read Full Article

ଦେଶ-ବିଦେଶରେ ଓଡ଼ିଶାର ଆଦିବାସୀ ସଂସ୍କୃତି ପ୍ରଚାର କରିବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

    ଦେଶ-ବିଦେଶରେ ଓଡ଼ିଶାର ଆଦିବାସୀ ସଂସ୍କୃତି ପ୍ରଚାର କରିବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫/୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିଛନ୍ତି।ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ

Read Full Article

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ

Read Full Article

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍‌: ସାମନାକୁ ଆସିଲା ବଡ଼ଧରଣର ସୁରକ୍ଷା ତ୍ରୁଟି

    ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍‌: ସାମନାକୁ ଆସିଲା ବଡ଼ଧରଣର ସୁରକ୍ଷା ତ୍ରୁଟି

ଭୁବନେଶ୍ୱର,୫/୧: ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ

Read Full Article

କାର୍ ଉପରେ ହାଇଓ୍ୱା ଚଢାଇ ଦେଲା ଡ୍ରାଇଭର, ଦୁଇ ବିଜେପି କର୍ମୀ ମୃତ

    କାର୍ ଉପରେ ହାଇଓ୍ୱା ଚଢାଇ ଦେଲା ଡ୍ରାଇଭର, ଦୁଇ ବିଜେପି କର୍ମୀ ମୃତ

ସମ୍ବଲପୁର, ୫/୧ : ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ

Read Full Article

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031