Indus Valley Times

Technology

ବିଧାୟକମାନଙ୍କ ପାଠଶାଳା ଆରମ୍ଭ; ବୟକଟ୍ କଲେ ବିଜେଡି ଓ କଂଗ୍ରେସ

ଭୁବନେଶ୍ୱର,୧୭/୮: ଭୁବନେଶ୍ବରରେ ନୂଆ ବିଧାୟକଙ୍କ ପାଇଁ ଶନିବାର ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଉଦ୍‌ଘାଟନ କରିଛନ୍ତି।ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର‌୍ୟ୍ୟକ୍ରମ ଦୁଇଦିନ ପାଇଁ ଚାଲିବ। ଏଥିରେ

Read Full Article

ବିଧବା ମହିଳାଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ

    ବିଧବା ମହିଳାଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ

ତିଗିରିଆ, ୧୭/୮ : କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବିଧବାଙ୍କ ଗଳା କାଟି ହତ୍ୟା ପରେ ତିଗିରିଆ ଥାନାରେ ଅଭିଯୁକ୍ତ ଯୁବକ ଆତ୍ମସମର୍ପଣ କରିଛି। ମୃତକ ହେଲେ କଳ୍ପନା

Read Full Article

ଯାଜପୁର ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍, ୫ଟି ସ୍ଥାନରେ ଚାଲିଛି ଚଢାଉ

    ଯାଜପୁର ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍, ୫ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୧୭/୮ : ଏଝଞ ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର ଉଞଌଏଝଞ ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା

Read Full Article

ବୌଦ୍ଧ : ଜ଼ିଲ୍ଲା ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ସମାରୋହ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୮ : ବୌଦ୍ଧ ଜ଼ିଲ୍ଲା ରେ ମହା ସମାରୋହରେ ୭୮ ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି । ଆନୁଷ୍ଠାନିକ ପ୍ୟାରେଡ ତଥା ଦିବସ ର ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା

Read Full Article

ଦାୟିତ୍ବ ଗ୍ରହଣ କଲେ ନୂଆ ପୋଲିସ ଡିଜି ୱାଇ. ବି. ଖୁରାନିଆ, କହିଲେ- ‘ଅପରାଧ ନିୟନ୍ତ୍ରଣ ଆମ ପ୍ରାଥମିକତା’

କଟକ, ୧୬/୮ : ସାଇବର କ୍ରାଇମ, ମାଦକ ଦ୍ରବ୍ୟର ପ୍ରସାର ଓ ଅପରାଧ ମୁକାବିଲା ଦିଗରେ ପୁଲିସ ଦୃଢ଼ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବ । ଏହାସହିତ ଥାନାକୁ

Read Full Article

ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ : ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୮: ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ

Read Full Article

” ଭାରତ ରତ୍ନ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ବିଜେପି ବୌଦ୍ଧ ଜିଲ୍ଳା ତରଫରୁ ପାଳିତ “

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬ /୮: ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ଭାରତ ରତ୍ନ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ଜିଲ୍ଲା

Read Full Article

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ର; ଦିନେ ରିଲିଜ ହେବା ପାଇଁ ମିଳୁ ନ ଥିଲା ହଲ

ନୂଆଦିଲ୍ଲୀ,୧୬/୮ : ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ ହୋଇଛି। ଏଥିରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା

Read Full Article

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର, ୧୬/୮ : ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଶୁକ୍ରବାର ଦିନ କଂଗ୍ରେସର ହାତ ଛାଡ଼ିଛନ୍ତି। ସେ ନିଜର ଇସ୍ତଫା ପତ୍ର ମେଲ୍

Read Full Article

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୬/୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଷଷ୍ଠତମ ମୃତ୍ୟୁ ବାର୍ଷିକୀ ଅବସରରେ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର ଏବଂ ପ୍ରଧାନମନ୍ତ୍ରୀ

Read Full Article

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031