Indus Valley Times

Technology

୧୮ରେ ପୁଣି ଖୋଲିବ ରତ୍ନଭଣ୍ଡାର, ବାହାରିଲା ଶୁଭ ମୁହୂର୍ତ୍ତ

ପୁରୀ,୧୬/୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି।ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଭିତର

Read Full Article

ଗଜପତି: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।ଏହି ଅବସରରେ ପୂର୍ବାହ୍ନରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ତିନି ଠାକୁରଙ୍କ

Read Full Article

ରାତି ଅଧରେ ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

କଟକ,୧୬/୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର

Read Full Article

ମଞ୍ଚରେ କରେଣ୍ଟ୍ ଚାର୍ଜ ଘଟଣା: ବନ୍ଧା ହୋଇ ଜେଲ୍ ଗଲେ ୫, ଆଇସିୟୁରେ ୨ ପୀଡ଼ିତ

    ମଞ୍ଚରେ କରେଣ୍ଟ୍ ଚାର୍ଜ ଘଟଣା: ବନ୍ଧା ହୋଇ ଜେଲ୍ ଗଲେ ୫, ଆଇସିୟୁରେ ୨ ପୀଡ଼ିତ

ଗଞ୍ଜାମ, ୧୬/୭ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫାଶିଗୁଡା ଗାଁରେ କରେଣ୍ଟ ଲାଗି ୧୯ ଜଣ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୁଲିସ। ଜାମିନ ନାମଞ୍ଜୁର ପରେ ଜେଲ ଯାଇଛନ୍ତି ଅଭିଯୁକ୍ତମାନେ।ଗିରଫ ଅଭିଯୁକ୍ତମାନେ ହେଲେ ପରିଚାଳନା କମିଟିର

Read Full Article

ବାହୁଡ଼ାଯାତ୍ରା ଉପଲକ୍ଷେ ମା ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରସାଦ ବଣ୍ଟନ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାପାଟଖଣ୍ଡା ମନ୍ଦିର ନିକଟରେ ଥିବା ମା ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ

Read Full Article

ବୈଜୟନ୍ତଙ୍କ ଉଦ୍ୟମରେ ଦୁବାଇରୁ ଫେରିଲେ ୮ ଓଡ଼ିଆ

ଭୁବନେଶ୍ବର, ୧୫/୭: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ

Read Full Article

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ,୧୫/୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି

Read Full Article

ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ : ଅଭିଯୋଗ ଶୁଣିବା ପାଇଁ ଆରଡିସିସ୍ତରକୁ ଯିବେ ମୁଖ୍ୟମନ୍ତ୍ରୀ

    ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ : ଅଭିଯୋଗ ଶୁଣିବା ପାଇଁ ଆରଡିସିସ୍ତରକୁ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୭: ଅଭିଯୋଗ ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣିଛନ୍ତିି। ଆଜି ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିଲା।ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି

Read Full Article

ବାହୁଡ଼ାଯାତ୍ରା: ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ରଥ, ଶ୍ରଦ୍ଧାରେ ଟାଣି ନେଉଛନ୍ତି ଭକ୍ତ

    ବାହୁଡ଼ାଯାତ୍ରା: ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ରଥ, ଶ୍ରଦ୍ଧାରେ ଟାଣି ନେଉଛନ୍ତି ଭକ୍ତ

ପୁରୀ,୧୫/୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି

Read Full Article

୪୮ ଘଣ୍ଟା ପରେ ଉଦ୍ଧାର ହେଲେ ଅପହୃତ ରାଇସ ମିଲ୍ ମାଲିକ

    ୪୮ ଘଣ୍ଟା ପରେ ଉଦ୍ଧାର ହେଲେ ଅପହୃତ ରାଇସ ମିଲ୍ ମାଲିକ

ଜୟପୁର, ୧୫/୭: ୪୮ ଘଣ୍ଟା ପରେ ଅପହୃତ ମିଲ୍ ମାଲିକ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୁଲିସ। ଗତକାଲି ରାତି ୧ଟା ସମୟରେ ଅପହରଣକାରୀଙ୍କ କବଳରୁ

Read Full Article

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031