Indus Valley Times

ଉଦଯାପିତ ହେଲା ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ୨୦୨୨

 Breaking News

ଉଦଯାପିତ ହେଲା ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ୨୦୨୨

December 29
17:20 2022

By Mamata Mohapatra

ନୟାଗଡ଼, 29/12: ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଯାପନୀ ସଂନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥ୍‌ ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ ଯୋଗଦେଇଥିଲେ । ନୟାଗଡ଼ ଏସପି ଅଲେଖ ଚନ୍ଦ୍ର ପହିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସୁଶାନ୍ତ କୁମାର ସାହୁ, ରଜନୀ ରାଣୀ ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ । ନୟାଗଡ଼ ବିଡିଓ ପଦ୍ମ ଚରଣ ସାହୁ, ବ୍ଲକ ଶିକ୍ଷା ଅଧିକାରୀ ଗୀତାରାଣୀ ସାହୁ ସଭା ସଂଯୋଜନା କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031