ଭୁବନେଶ୍ବର,୧୫/୬: ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି।ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ