ଭୁବନେଶ୍ୱର,୧୪/୭: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି