ଭୁବନେଶ୍ବର,୧୨/୩: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି