ରାଇଗଡ଼/ବ୍ରଜରାଜନଗର,୧୬/୧୦: ଅନ୍ତରୀଣ ଜାମିନରେ ଆସି ହସ୍ପିଟାଲ୍ରେ ଭର୍ତ୍ତି ହେଲେ ପୂର୍ବତନ ବିଧାୟକ ଅନୁପ ସାଏ। ଛତିଶଗଡ଼ ରାଇଗଡ଼ର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।ବ୍ରଜରାଜନଗରର ବହୁ ଚର୍ଚ୍ଚିତ ମା’ ଝିଅ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବ୍ରଜରାଜନଗରର ପୂର୍ବତନ