ଭୁବନେଶ୍ୱର,୧୬/୫: +୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି ପୋଲିସ।