ବନେଶ୍ଵର,୨୯/୮: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇକୁ ନେଇ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସେପ୍ଟେମ୍ବର ୧ ନୂଆଁଖାଇ ଦିନ ବ୍ୟାଙ୍କ ବନ୍ଦ ରଖାଯିବ ବୋଲି ଘୋଷଣା କରାଯାଇଛି।ବ୍ୟାଙ୍କ ଏବଂ ଅନ୍ୟ ବିତ୍ତୀୟ ସଂସ୍ଥା ବନ୍ଦ ରଖାଯିବାକୁ ସରକାର ଘୋଷଣା କରିଛନ୍ତି।