ଭୁବନେଶ୍ୱର, ୩୦/୧୦ : ଆସନ୍ତା ନଭେମ୍ବରରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ । ଏ ନେଇ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ନଭେମ୍ବରରୁ ହିତାଧିକାରୀମାନେ ନୂଆ ରାସନ କାର୍ଡ ପାଇବେ ।
Tag "BHBANESWAR"

ଭୁବନେଶ୍ବର, ୧୩/୫ : : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ଲାଗି ମତଦାନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜିର ଭୋଟିଂ ଥିମ ହେଉଛି ଭୋଟ ଦେଉଛି ଓଡ଼ିଶା