ଭୁବନେଶ୍ବର, ୫/୬ : କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଭୋର ସକାଳୁ ଏକ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରେ ବେଆଇନ ପାର୍କିଂ ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଟ୍ରକ୍କୁ ଶକ୍ତ ଧକ୍କା ଦେଇଛି।