ଭୁବନେଶ୍ବର, ୨୫/୬ : ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଣିକି ଗୋଟିଏ ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ