ଭୁବନେଶ୍ୱର,୭/୧ : ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ଟିମ୍ ଚଢ଼ଉ କରିଛି । ହଂସିତାଙ୍କର ୧୨ଟି ଠିକଣାରେ ଖୋଲତାଡ଼ କରୁଛି ଆଇଟି ଟିମ୍ ।ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚଢ଼ଉ ଆରମ୍ଭ ହୋଇଛି
Tag "Bhubaneswar"
ଭୁବନେଶ୍ୱର, ୬/୧ : ହ୍ୟୁମାନ ମେଟାନିମୋ ଭାଇରସ ସଂଗଠନ ଏପର୍ଯ୍ୟନ୍ତ ପୁଷ୍ଟି କରିନାହିଁ । ଭାରତ ସରକାର ମଧ୍ୟ ଏନେଇ କୌଣସି ଆଡଭାଇଜରି ଜାରି କରିନାହାନ୍ତି । ତେବେ ଯେକୌଣସି ସ୍ଵାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି
ଭୁବନେଶ୍ୱର,୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି।ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି
ଭୁବନେଶ୍ୱର,୫/୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିଛନ୍ତି।ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬ ପରିବର୍ତ୍ତେ
ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ
ଭୁବନେଶ୍ୱର,୫/୧: ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ
ଭୁବନେଶ୍ୱର, ୪/୧: ୨୦୦୬ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବଭାବେ ନିଯୁକ୍ତ ହୋଇଛନ୍ତି । ଏ ନେଇ
ଭୁବନେଶ୍ୱର, ୪/୧: କଲବଲ କରୁଛି ଶୀତ। ପ୍ରବଳ ଜାଡରେ ଥରୁଛି ସାରା ରାଜ୍ୟ। ସକାଳ ୧୦ଟା ନ ହେଲେ ଘରୁ ବାହାରିହେଉନି । ୧୦ ଡିଗ୍ରୀ ତଳେ
ଭୁବନେଶ୍ୱର, ୪/୧ : ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ। ତେବେ ନିର୍ଦ୍ଦଷ୍ଟ କେତେ
ଭୁବନେଶ୍ୱର,୩/୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ







