ଭୁବନେଶ୍ୱର,୨୩/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ,
Tag "Bhubaneswar"
ଭୁବନେଶ୍ବର, ୨୨/୧୦ : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଆସନ୍ତା ୨୩ରୁ ୨୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ଏନେଇ ଆଜି ଉଚ୍ଚ ଶିକ୍ଷା
ଭୁବନେଶ୍ୱର,୨୨/୧୦: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ କ୍ଷ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । କୈଳାଶ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ ଭାବରେ କାର୍ୟ୍ୟରତ ଥିବା
ଭୁୁବନେଶ୍ୱର,୨୧/୧୦ : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ।ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ
ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ
ଭୁବନେଶ୍ୱର,୨୧/୧୦ : ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି,
ଭୁବନେଶ୍ୱର,୨୦/୧୦: କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଚେତାବନୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କରିଛନ୍ତି ମନ୍ତ୍ରୀ। ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୨୦/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଛି ଏକ ବଡ ଖବର। ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟିହେବା ନେଇ ସୂଚନା ଦିଆଯାଇଛି। ଅକ୍ଟୋବର ୨୪ତାରିଖରେ
ଭୁବନେଶ୍ୱର,୨୦/୧୦ : ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର
ଭୁବନେଶ୍ୱର,୧୯/୧୦ : ୨୦୨୨ ବର୍ଷର ଓଡ଼ିଶ। ଲୋକ ସେବ। ଆୟୋଗ ଦ୍ୱ।ର। ପରିଚ।ଳିତ ଓଏଏସ୍ ଫଳ।ଫଳ ପ୍ରକ।ଶ ପ।ଇଛି । ମୋଟ୍ ୬୮୩ ଜଣ ପରୀକ୍ଷ।ର୍ଥୀ କୃତକ।ଣðý






