ଭୁବନେଶ୍ବର, ୫/୭: ଓଡ଼ିଶାର ଅଭୟାରଣ୍ୟରେ ମହାବଳ ବାଘବଂଶ ବୃଦ୍ଧି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଥି ପାଇଁ ବାହାର ରାଜ୍ୟରୁ ମହାବଳ ବାଘ ଆଣିବେ। ଏହାକୁ ରାଜ୍ୟର ୨ଟି ଅଭୟାରଣ୍ୟରେ ଛାଡ଼ିବେ। ବନ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।ସୂଚନା
Tag "Bhubaneswar"
ଭୁବନେଶ୍ୱର,୫/୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍ ମାଆ କେ ନାମ୍’ କାର୍ୟ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ ଲାଗିଛି।
ଭୁବନେଶ୍ବର, ୫/୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ
ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ)
ଭୁବନେଶ୍ୱର,୪/୭ : ‘ ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍
ଭୁବନେଶ୍ୱର,୪/୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ
ଭୁବନେଶ୍ବର, ୪/୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ପ୍ରବେଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଛନ୍ତି ।ତୃତୀୟ ମହଲାର ନିଜ
ଭୁବନେଶ୍ବର/ମାଲକାନଗିରି, ୩/୭: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର
ଭୁବନେଶ୍ୱର,୩/୭: ପୁଅଙ୍କ ଛୁରାମାଡରେ ବାପା ମୃତ। ଏଭଳି ଘଟଣା ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ରଙ୍ଗମାଟିଆର ଆପାର୍ଟମେଣ୍ଟରେ ଘଟିଥିବା ଅଭିଯୋଗ ହୋଇଛି। ଛୁରିରେ ବୀଭତ୍ସ ଭାବେ ପୁଅ ବାପାଙ୍କୁ






