ଭୁବନେଶ୍ବର, ୧୭/୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି
Tag "Bhubaneswar"
ଭୁବନେଶ୍ୱର,୧୬/୬ : ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି ।ଏହାସହିତ ଓଏଏସ ଅଫିସରଙ୍କ ହାତରେ ଥିବା
ଭୁବନେଶ୍ବର ୧୬/୬: ଖଣି ବ୍ୟବସାୟୀ ଶ୍ରୀବତ୍ସ ଜେନାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟକର ଫାଙ୍କିବା ଅଭିଯୋଗରେ ଚଢ଼ାଉ ହେଉଥିବା ନେଇ ସୂଚନା ମିଳିଛି ।ଶ୍ରୀବତ୍ସ ଜେନାଙ୍କ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ ସି/୧୭ ଘରେ ଚଢାଉ
ଭୁବନେଶ୍ୱର,୧୬/୬: ପୁଣି ଥରେ ମୁଣ୍ଡ ଟେକିଲାଣି କରୋନା । ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୨୧୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି।ସେହିପରି ରାଜ୍ୟରେ କରୋନା ଏବେ ୨
ଭୁବନେଶ୍ୱର ୧୫/୬: ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ
ଭୁବନେଶ୍ୱର,୧୩/୬: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ। ବାଚନିକ ଭୋଟ ପରେ ବିକ୍ରମ ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି
ଭୁବନେଶ୍ବର, ୧୧/୬: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା)
ଭୁବନେଶ୍ୱର, ୧୧/୬: ଖୁବ୍ଶୀଘ୍ର ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି। ରଜରେ ଭିଜିବ ସାରା ଓଡ଼ିଶା। ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ
ଭୁବନେଶ୍ୱର, ୯/୬: ରାଜଧାନୀରେ ଚାଞ୍ଚଲ୍ୟ। ଘାଟିକିଆରେ ପାରିବାରିକ କଳହରୁ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଭିଯୁକ୍ତ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଦୁଇ ଝିଅଙ୍କୁ ମରଣାନ୍ତକ
ଭୁବନେଶ୍ବର, ୯/୬: ରାଜ୍ୟର ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି