ଭୁବନେଶ୍ୱର, ୧୭/୧୧: ନୂଆପଡା ଉପନିର୍ବାଚନର ଫଳାଫଳ ଆସିବା ପରେ ଏବେ ରାଜ୍ୟର ବିଜେପି ସରକାର ବୋର୍ଡ ନିଗମ ନିଯୁକ୍ତି ନେଇ ପ୍ରକ୍ରିୟା ଜୋରଦାର କରିଛନ୍ତି ।କାରଣ ସରକାରଙ୍କୁ ୧୫ ମାସରୁ ଅଧିକ ସମୟ ଅତିବାହିତ ହୋଇଥିଲେ ବି ଏ ପର୍ଯ୍ୟନ୍ତ ବୋର୍ଡ
Tag "Bhubaneswar"
ଭୁବନେଶ୍ୱର, ୧୭/୧୧: ଜାଡରେ ଥରୁଛି ସାରା ଓଡିଶା । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାରଦ ଖସିବାରେ ଲାଗିଛି । ଯାହା ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ଆଉ
ଭୁବନେଶ୍ୱର,୧୬/୧୧: ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୬.୫ ଡିଗ୍ରୀକୁ ଖସିଥିଲା । ଦାରିଙ୍ଗବାଡ଼ି ଓ ଜି ଉଦୟଗିରିରେ ୮ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ରାଉରକେଲାରେ ୧୦.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୦.୩ ଡିଗ୍ରୀ, ଅନୁଗୁଳରେ ୧୦.୬,
ଭୁବନେଶ୍ୱର , ୧୪/୧୧ : ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବାରୁ ତାଙ୍କୁ କଟକରୁ ଭୁବନେଶ୍ୱରର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସେ କିଡନୀ ଓ ଲିଭର୍ ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି । ଯେଉଁଥି ପାଇଁ ହ୍ୟୁମାନ
ଭୁବନେଶ୍ୱର , ୧୪/୧୧: ନୂଆପଡ଼ା ନିର୍ବାଚନର ଫଳାଫଳ ଆସୁଛି। ଫଳାଫଳ ଅନୁଯାୟୀ, ନୂଆପଡ଼ାରେ ଆଗରେ ରହିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସକାଳ ୮ଟାରୁ ଭୋଟ ଗଣନା
ଭୁବନେଶ୍ୱର, ୧୩/୧୧ : ଆସନ୍ତା ୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା । ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଧାନ ସଂରକ୍ଷଣ
ଭୁବନେଶ୍ୱର, ୧୨/୧୧ : ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା ।
ଭୁବନେଶ୍ଵର, ୧୦/୧୧ : ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କୁ ନେଇ ଖୁସି ଖବର ଆସିଛି । ଦୀର୍ଘ ଦୁଇ ମାସ ପରେ ଅଭିଜିତ
ଭୁବନେଶ୍ଵର, ୧୦/୧୧ : ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟିଂ। ନଭେମ୍ବର ୯ରେ ପ୍ରଚାର ଥମିବା ସହ ମତଦାନ ପାଇଁ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି।
ଭୁବନେଶ୍ୱର, ୧୦/୧୧ : ଛୋଟବେଳେ ଟ୍ରେନ୍ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା






