ଭୁବନେଶ୍ୱର,୧୭/୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।କିଛି
Tag "Bhubaneswar"
ଭୁବନେଶ୍ୱର,୧୭/ ୮: ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ
ଭୁବନେଶ୍ୱର,୧୫/୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି.
ଭୁବନେଶ୍ୱର, ୧୩/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି।ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା
ଭୁବନେଶ୍ୱର, ୧୩/୮ : ରାଜ୍ୟ କ୍ୟାବିନେଟରେ ୭ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି । ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା, ଆଦର୍ଶ ମଣ୍ଡି, ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ଓ
ଭୁବନେଶ୍ୱର,୧୩/୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।ଏନେଇ
ଭୁବନେଶ୍ବର, ୧୨/୮ : ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି। ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି
ଭୁବନେଶ୍ୱର, ୧୨/୮ : ଲୋକସେବା ଭବନରେ ବସିଥିବା ସଚିବସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରାଯାଇଛି । ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତାରେ ଏହି
ଭୁବନେଶ୍ୱର,୧୧/୮: ଆତ୍ମହତ୍ୟା’ କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ। ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ମୁଖ୍ୟମନ୍ତ୍ରୀ ରାଗି ଯାଇ
ଭୁବନେଶ୍ୱର, ୧୧/୮ : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ







