ଭୁବନେଶ୍ୱର,୨୨/୩ : ନୂଆ ସିଲାବସ୍ ଅନୁସାରେ ପାଠ ପଢିବେ ଛାତ୍ରଛାତ୍ରୀ । ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ଲାଗୁହେବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
Tag "Bhubaneswar"
ଭୁବନେଶ୍ୱର,୨୧/୩ : ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ
ଭୁବନେଶ୍ୱର,୨୧/୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୨୦/୩: ୨୦୨୪ ନିର୍ବାଚନରେ ବିଜେଡି ନେତା ଭି କେ ପାଣ୍ଡିଆନ୍ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ। କିନ୍ତୁ ତାଙ୍କୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଥମିବାର ନାଁ ଧରୁନି। ଅଧିକାଂଶ ସମୟରେ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ୍ କରିବାକୁ ପଛାଉ ନାହାନ୍ତି।
ଭୁବନେଶ୍ୱର,୨୦/୩: ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ
ଭୁବନେଶ୍ୱର, ୨୦/୩ : ଆଜି ହେଉଛି ଓଡ଼ିଆ ମାନଙ୍କ ତଥା ପ୍ରତିଟି ଗରିବ ଓ ଧନି ବ୍ୟକ୍ତି ଙ୍କ ପ୍ରଥମ ପସନ୍ଦ ଥିବା ପଖାଳ ଦିବସ। ଯେତେବେଳେ
ଭୁବନେଶ୍ୱର,୧୯/୩ : ୪ ଲକ୍ଷ ୮ ହଜାର ୧୦୭ ଭୂତ ରାସନକାର୍ଡଧାରୀଙ୍କୁ ବାଦ୍ ଦିଆଯାଇଛି । ବୁଧବାର ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଅଣତାରକା
ଭୁବନେଶ୍ୱର,୧୯/୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା
ଭୁବନେଶ୍ୱର,୧୯/୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ।







