ଭୁବନେଶ୍ୱର, ୬/୧୨ : ଧାନ ଚାଷୀଙ୍କୁ ଅମଳ ଚିନ୍ତା। କାରଣ ଆସୁ ବର୍ଷା! ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ
Tag "Bhubaneswar"
ଭୁବନେଶ୍ୱର,୫/୧୨: ଝଟକିଲା ନୂଆ ନ୍ୟାୟିକ କୋଠା। ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍ କମ୍ପ୍ଲେକ୍ସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ଲୋକାର୍ପିତ ହୋଇଛି ଭବ୍ୟ କୋଠା।ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ
ଭୁବନେଶ୍ବର, ୫/୧୨ : ବିଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।ସେ କହିଛନ୍ତି, ଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ।
ଭୁବନେଶ୍ୱର, ୫/୧୨ : ଜୀବନ ନେଇଗଲା ଅନଲାଇନ ଗେମ୍। ମୋବାଇଲରେ ଗେମ୍ ଖେଳି ଲକ୍ଷାଧିକ ଟଙ୍କା ହରାଇବା ପରେ ଶେଷରେ ଜୀବନ ହାରିଲେ ଯୁବକ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ମୃତ ଯୁବକଙ୍କୁ ୨୨ବର୍ଷ ହୋଇଥିବା ଜଣାଯାଇଛି।ଲିଙ୍ଗରାଜ ଥାନା
ଭୁବନେଶ୍ୱର, ୫/୧୨ : ରାଜ୍ୟରେ ଆଳୁ ସଙ୍କଟ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ବଡ଼ ବୟାନ ଦେଇଛନ୍ତି । ସରକାରଙ୍କୁ ବଦନାମ କରିବାକୁ
ଭୁବନେଶ୍ୱର, ୩/୧୨ : ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନଯୋଗେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ମହାମହିମ ଆଜିଠୁ ପାଞ୍ଚ ଦିନ ଓଡ଼ିଶା ଗସ୍ତରେ
ଭୁବନେଶ୍ୱର,୩/୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ
ଅଶୋକ କୁମାର ବରାଳଙ୍କ ରିପୋର୍ଟଭୁବନେଶ୍ୱର, ୨/୧୨ : ରାଜ୍ୟରେ ଆଳୁ କେଜି ୪୦ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଅନ୍ୟ ସମସ୍ତ କଞ୍ଚାପନି ରିବାର ଦାମ୍ ପ୍ରାୟ
ଭୁବନେଶ୍ଵର, ୧/୧୨ : ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି।ଆଜି ଡିଜିପି ସମ୍ମିଳନୀ






